Posted inଜାତୀୟ

ରାସ୍ତାରେ ଧର୍ମୀୟ ଉତ୍ସବକୁ ମିଳିବନି ଅନୁମତି

ଝାନ୍ସି,୯।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ କେବଳ ଧର୍ମସ୍ଥଳୀ ପରିସରରେ କରାଯିବା ଆବଶ୍ୟକ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି।

ଲଲିତପୁର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାକୁ ମୁଖ୍ୟମନ୍ତ୍ରୀ ଗମ୍ଭୀରତାର ସହ ନେଇ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଜିଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ କାର୍ଯ୍ୟାନୁଷ୍ଠାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ଦୁଇଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି ।ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri