ରାଣୀପଥର ଘାଟିରେ ଜଳୁଛି ଜଙ୍ଗଲ

ଫୁଲବାଣୀ ଅଫିସ/ ବଲସକୁମ୍ପା, ୯ା୫: ଫୁଲବାଣୀ-ବୌଦ୍ଧ ଜିଲା ୧୫୭ ଜାତୀୟ ରାଜପଥ ରାଣୀପଥର ଘାଟିର ପୁରୁଣାପାଣିଠାରେ ଶାଗୁଆନ ଓ ବାଉଁଶ ଜଙ୍ଗଲ ରବିବାର ୧୦ଟାରୁ ହୁତୁ ହୁତୁ ହୋଇ ଜଳୁଛି। ରାଣୀପଥର ଫରେଷ୍ଟରଙ୍କ ଏଥିପ୍ରତି ନିଘା ନାହିଁ। ଫୁଲବାଣୀ ବନବିଭାଗ ଖଣ୍ଡ ସୁଡ୍ରୁକୁମ୍ପା ବନାଞ୍ଚଳ ଅଧୀନ ରାଣୀପଥର ବନପାଳଙ୍କ ଅଧୀନରେ ଥିବା ପୁରୁଣାପାଣି ଶାଗୁଆନ ଓ ବାଉଁଶ ଜଙ୍ଗଲ ଜାତୀୟ ରାଜପଥ କଡଠାରୁ ମାତ୍ର ୨୦ ମିଟର ଦୂର ଭିତରକୁ ୨/୩ ଜାଗାରେ ନିଆଁଲାଗିଛି। ଏହା ପୂର୍ବରୁ ଏହି ଫରେଷ୍ଟ ଏରିଆରେ ଅଧିକାଂଶ ଜଙ୍ଗଲ ପୋଡ଼ି ଧ୍ୱଂସ ହୋଇଯାଇଛି। ସ୍ବଳ୍ପ ମୂଲ୍ୟ ପାରିଶ୍ରମିକ ପାଇ ଦିନରାତି ଜଙ୍ଗଲକୁ ଜଗି ସୁରକ୍ଷା ଦେଉଥିବା ବିଭାଗୀୟ କର୍ମଚାରୀ ଟିମ ଓ ମହିଳା ଫରେଷ୍ଟ ଗାର୍ଡ ମୁକ୍ତାଳୀ ବେହେରାଙ୍କ ଅକ୍ଳାନ୍ତ ପରିଶ୍ରମ ପାଇଁ ଚଳିତ ବର୍ଷ ଚାରିଆଡ଼େ ଜଙ୍ଗଲରେ ନିଆଁ ଲାଗି ପାରି ନ ଥିବା ଅଞ୍ଚଳର ବୁଦ୍ଧିଜୀବୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୪୦ ରୁ ୫୦ ହଜାର ଟଙ୍କା ମାସକୁ ଦରମା ପାଉଥିବା ବଡ ବଡ ଅଧିକାରୀମାନେ କେବଳ ଲାଭଖୋର ମନଭାବ ଦିଗରେ ମାତି ଜଙ୍ଗଲ ସୁରକ୍ଷାକୁ ଉପେକ୍ଷା କରୁଛନ୍ତି ବୋଲି ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri