ନକଲି ସାର୍ଟିଫିକେଟ: ତଦନ୍ତ ନିର୍ଦ୍ଦେଶ

ବାରିପଦା ଅଫିସ,୯।୫: ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ମଝିଗଡିଆ ହାଇସ୍କୁଲର ଜଣେ ଶିକ୍ଷକ ଓ ତାଙ୍କ ସ୍ତ୍ରୀ ନକଲି ସାର୍ଟିଫିକେଟ ଦେଇ ଚାକିରି କରିଥିବା ଘଟଣାରେ ତଦନ୍ତ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ଉଭୟଙ୍କୁ ମାସକ ମଧ୍ୟରେ ସାର୍ଟିଫିକେଟ ଦାଖଲ କରି ତଦନ୍ତରେ ସହଯୋଗ କରିବାକୁ କୁହାଯାଇଛି।
ପ୍ରକାଶ, ଶିକ୍ଷକ ଜଣକ ୬ବର୍ଷ ଧରି ଚୁକ୍ତିଭିତ୍ତିକ ଶିକ୍ଷକତା କରିଥିଲେ । ସେ ଦେଇଥିବା ସାର୍ଟିଫିକେଟ ନକଲି ବୋଲି ସୂଚନା ଅଧିକାର ତଥ୍ୟରୁ ଜଣାପଡିଛି ।
ଏ ନେଇ ଅଭିଯୋଗ ହେବା ପରେ ଶିକ୍ଷକ ଜଣକ ଢ଼େଙ୍କାନାଳ ସ୍ଥିତ ଜଗନ୍ନାଥ କଲେଜରୁ ଯୁକ୍ତ ଦୁଇ ପାସ ସାର୍ଟିଫିକେଟ ପ୍ରଦାନ କରିଛନ୍ତି । ମାତ୍ର ଶିକ୍ଷକଙ୍କ ନାମ ଥିବା କୌଣସି ଛାତ୍ର କଲେଜରୁ ପାସ ହୋଇ ନ ଥିବା ଆରଟିଆଇ ତଥ୍ୟରୁ ଜଣାପଡିଛି । ସେହିପରି ତାଙ୍କ ସ୍ତ୍ରୀ ଉତ୍କଳ ବିଶବିଦ୍ୟାଳୟରୁ ସଂସ୍କୃତରେ ଏମଏ କରିଥିବା ସାର୍ଟିଫିକେଟ ପ୍ରଦାନ କରିଥିବା ବେଳେ ଆରଟିଆଇ ମାଧ୍ୟମରେ କୌଣସି ଛାତ୍ରୀ ନ ଥିବା ଜଣାପଡିଛି ।
ଘଟଣା ପ୍ରଘଟ ହେବା ପରେ ଜିଲା ଶିକ୍ଷାଧିକାରୀ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଉକ୍ତ ଘଟଣାରେ ଶିକ୍ଷକଙ୍କ ଦରମା ଏକ ବର୍ଷ ପୂର୍ବରୁ ବନ୍ଦ ହୋଇ ଥିବା ବେଳେ ତାଙ୍କ ସ୍ତ୍ରୀଙ୍କ ଦରମା ଗତ ମାର୍ଚ୍ଚ ମାସରେ ବନ୍ଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନିଜ ଘରେ ଦେଉଛନ୍ତି ଶିକ୍ଷା: ଉପାନ୍ତ ଅଞ୍ଚଳରେ ଶାଶୁ, ବୋହୂଙ୍କ ଅଙ୍ଗନଓ୍ବାଡି

ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩...

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri