ଏଇ ଭାରତରେ

ନିଷ୍ଠା, ତ୍ୟାଗ ଓ ସମର୍ପଣ ଭାବରେ ସବୁ କ୍ଷେତ୍ରରେ ସଫଳତା ମିଳିଥାଏ। ଏଭଳି ମନ୍ତ୍ରକୁ ଆଧାର କରି ଗୁଜରାଟ ବନାଶକାଣ୍ଠ ଜିଲା ନିବାସୀ ନବଲବେନ୍‌ ଚୌଧୁରୀ ପଶୁପାଳନ ବିଜ୍‌ନେସରେ ବେଶ୍‌ ସଫଳତା ପାଇଛନ୍ତି। ଏସିଆର ସବୁଠୁ ବଡ଼ ‘ବନାସ ଡାଏରୀ’ ପ୍ରତିଷ୍ଠା କରି ପ୍ରତିଦିନ ୧ ହଜାର ଲିଟର ଦୁଗ୍ଧ ବିକ୍ରି କରୁଛନ୍ତି। ମାସକୁ ୮-୯ ଲକ୍ଷ ଟଙ୍କା ହିସାବରେ ବର୍ଷକୁ ପାଖାପାଖି ୧ କୋଟି ଟଙ୍କା ରୋଜଗାର କରୁଛନ୍ତି ନବଲବେନ୍‌। ସେ ପ୍ରଥମେ ୮-୧୦ଟି ଗାଈଙ୍କୁ ନେଇ ଫାର୍ମ ଆରମ୍ଭ କରିଥିଲେ। ଏବେ ତାଙ୍କ ପାଖରେ ୨୫୦ ଗାଈ ଓ ମଇଁଷି ରହିଛନ୍ତି। ନବଲବେନ୍‌ଙ୍କ ଦିନକାର୍ଯ୍ୟ ସକାଳ ୫ଟାରୁ ଆରମ୍ଭ ହୋଇଥାଏ। ପରେ ଡାଏରୀ ଫାର୍ମର ସବୁକାର୍ଯ୍ୟ ସେ ତଦାରଖ କରନ୍ତି । କ୍ଷୀରକୁ ନେଇ ବନାସ୍‌ ଡାଏରୀର ଦୁଗ୍ଧ ମଣ୍ଡଳରେ ଜମା କରାଯାଏ। ପଶୁଙ୍କ ଖାଦ୍ୟ ଲାଗି ସେ ୫ ଏକରରେ ଘାସଚାଷ କରିଛନ୍ତି। ସବୁ କାର୍ଯ୍ୟ ସୁରୁଖୁରୁରେ କରିବା ଲାଗି ସେ ୧୫ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri