ଭିଜିଲାନ୍ସ ଜାଲରେ ଫରେଷ୍ଟର

ବଲାଙ୍ଗୀର ଅଫିସ,୧୦।୫ : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ସିନ୍ଧିକେଲା ଫରେଷ୍ଟ ବିଟ୍‌ର ଫରେଷ୍ଟର ହରିହର ସ୍ବାଇଁ । ଜଙ୍ଗଲ ବିଭାଗ ଅଧିନରେ କାମ କରୁଥିବା ଜଣେ ଶ୍ରମିକଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିବା ସହ ନଗଦ ୧ ଲକ୍ଷ ୩୦୦ ଟଙ୍କା ଜବତ କରିଥିଲା। ତେବେ ବଲାଙ୍ଗୀର ଏବଂ ସୋନପୁର ଭିଜିଲାନ୍ସ ବିଭାଗ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri