୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ ପଛରେ ପକାଇ ୮ ନମ୍ବର ସ୍ଥାନରେ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା। ସେ ବର୍ତ୍ତମାନ ଡାକ୍ତରଙ୍କ କଡ଼ା ନିରୀକ୍ଷଣରେ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ ଯାଇଥିବା ଦଳ କେବଳ ମ୍ୟାଚ୍‌ରେ ପରାଜୟ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଅନ୍ୟପକ୍ଷେ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା ଧମକ ଦେଇ ମୁଣ୍ଡରେ ପିସ୍ତଲ ଲଗାଇଥିଲେ…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର ଏକତରଫା କାର୍ଯ୍ୟାନୁଷ୍ଠାନ ଅଭିଯୋଗ କରି ସ୍ଥାନୀୟ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ ଦର୍ଶାଇଛନ୍ତି । ଦଳକୁ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଯେଉଁ ଦେଶ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଉଭୟ ପକ୍ଷର ପ୍ରତିନିଧି ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରିଥିଲେ…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ ପରିଷଦ ସଭାପତି ପବିତ୍ର କୁମାର ରାଉତଙ୍କ ଅଧ୍ୟକ୍ଷତା ଓ ପ୍ରମୋଦ କୁମାର ଜେନାଙ୍କ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଏହି ମର୍ମରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏକ ମାମଲାରେ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି। ଚଳିତ ଜାନୁଆରୀ ସୁଦ୍ଧା ବଜାରରେ ନଗଦ ଅର୍ଥର ପରିମାଣ…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ ପଡ଼ିବାକୁ ଯାଉଛି। ଅଷ୍ଟ୍ରେଲିଆର ପ୍ରସିଦ୍ଧ ଖବରକାଗଜ ‘ଦି ଏଜ୍’ର ରିପୋର୍ଟ ଅନୁଯାୟୀ, ଆଇସିସି…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା ମୁଣ୍ଡଳୀସ୍ଥିତ କେନ୍ଦ୍ରୀୟ ସଂରକ୍ଷିତ ପୋଲିସ ବଳ (CRPF) କ୍ୟାମ୍ପସରେ ଆୟୋଜିତ ପ୍ରତିଷ୍ଠା ଦିବସ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଫଳରେ ପୂର୍ବତନ ଚାମ୍ପିୟନ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦୌଡ଼ରୁ ବାହାର ହୋଇଯାଇଛି। ମ୍ୟାଚ୍ ବାତିଲ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri