ବିନା ଡିଆର୍‌ଏସ୍‌ରେ ଖେଳାଗଲା

ମୁମ୍ବାଇ,୧୨।୫: ଓ୍ବାଙ୍ଖଡେ ଷ୍ଟାଡିୟମରେ ବିଦ୍ୟୁତ ବିଭ୍ରାଟ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ପ୍ରାରମ୍ଭିକ ୨ ଓଭରରେ ନିଷ୍ପତ୍ତି ପୁନଃ ବିଚାର ପ୍ରକ୍ରିୟା (ଡିଆର୍‌ଏସ୍‌) ଉପଲବ୍ଧ ନ ଥିଲା। ଷ୍ଟାଡିୟମର ଗୋଟିଏ ଫ୍ଲଡଲାଇଟ୍‌ ଟାଓ୍ବାରରେ ବିଦ୍ୟୁତ ବିଭ୍ରାଟ ଘଟିଥିଲା। ଏଥିଯୋଗୁ ସିଏସ୍‌କେ ଇନିଂସର ୧.୪ ଓଭରରେ ଡିଆର୍‌ଏସ୍‌ ବ୍ୟବହାର କରାଯାଇ ପାରି ନ ଥିଲା, ଯାହାକି ସିଏସ୍‌କେ ପାଇଁ ଖୁବ୍‌ ମହଙ୍ଗା ସାବ୍ୟସ୍ତ ହୋଇଥିଲା। ଦଳର ଇନ୍‌ ଫର୍ମ ଓପନର ଡେଭନ କନଓ୍ବେ(୦) ଓ ରବିନ ଉଥପ୍ପା(୧) ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। କିନ୍ତୁ ଡିଆର୍‌ଏସ୍‌ ଉପଲବ୍ଧ ନ ଥିବାରୁ ସେମାନେ ଏହାର ଫାଇଦା ଉଠାଇ ପାରି ନ ଥିଲା। ଉଥପ୍ପା ଆଉଟ୍‌ ହେବାର ପରବର୍ତ୍ତୀ ବଲରେ ହିଁ ଡିଆର୍‌ଏସ୍‌ ଉପଲବ୍ଧ ହୋଇଥିଲା। ଏ ସମ୍ପର୍କରେ ଫିଲ୍ଡ ଅମ୍ପାୟର ଖେଳାଳିଙ୍କୁ ଜଣାଇଥିଲେ। ଟସ୍‌ର କିଛି କ୍ଷଣ ପୂର୍ବରୁ ଷ୍ଟାଡିୟମର ଏକ ଫ୍ଲଡଲାଇଟ୍‌ ବନ୍ଦ ହୋଇଯାଇଥିଲା। ଏହି କାରଣରୁ ଟସ୍‌ରେ ମଧ୍ୟ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ...

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ଧୋନୀଙ୍କ ଚୌକା ଦେଖି ଏମିତି ପ୍ରତିକ୍ରିୟା ଦେଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଏମଏସ ଧୋନୀ ବ୍ୟାଟିଂ କରିବାକୁ ବାହାରିଥିଲେ। ଧୋନୀ ପ୍ରଥମ ବଲରେ ଚୌକା ମାରିଥିଲେ। ମାହିଙ୍କ...

‘ୟୁନିଭର୍ସ ବସ’ଙ୍କ ୧୧ ବର୍ଷର ରେକର୍ଡ ଭାଙ୍ଗିଲେ ୱିଲ ଜ୍ୟାକ୍ସ

ବେଙ୍ଗାଲୁରୁ,୨୯।୪:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବ୍ୟାଟ୍ସମ୍ୟାନ ୱିଲ ଜ୍ୟାକ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ୪୧ ବଲରେ ୧୦୦ ରନ ସ୍କୋର କରିଥିଲେ। ଏହି ବ୍ୟାଟ୍ସମ୍ୟାନ ତାଙ୍କ ଇନିଂସରେ...

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ନ୍ୟୁଜିଲାଣ୍ଡ: ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ଅକଲାଣ୍ଡ,୨୯।୪: ନ୍ୟୁଜିଲାଣ୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଟୁର୍ଣ୍ଣାମେଣ୍ଟ ପାଇଁ କେନ ୱିଲିୟମ୍ସନଙ୍କୁ ଅଧିନାୟକ କରାଯାଇଛି। ନିକଟରେ ନ୍ୟୁଜିଲାଣ୍ଡ...

ଇତିହାସ ରଚିଲେ ଧୋନୀ: ପ୍ରଥମ ଖେଳାଳି ଭାବେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଏମଏସ ଧୋନୀ ବ୍ୟାଟିଂ କରିବାକୁ ବାହାରିଥିଲେ। ଧୋନୀ ଅପରାଜିତ...

ଗୁଜରାଟକୁ ଶକ୍ତ ଧକ୍କା: ଆର୍‌ସିବିର ଦମ୍‌ଦାର ବିଜୟ

ଅହମଦାବାଦ, ୨୮।୪:ଓ୍ବିଲ ଜ୍ୟାକ୍ସଙ୍କ ବିସ୍ଫୋରକ ଶତକ ଏବଂ ବିରାଟ କୋହଲିଙ୍କ ଦ୍ରୁତ ଅର୍ଦ୍ଧଶତକ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri