ଆସନ୍ତା ୨୧ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୧ରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ସହିତ ଏସ୍‌ଓଏସ୍‌ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ୨୦ ତାରିଖ ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେବେ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟ ପହଞ୍ଚିଥିବା ବୋର୍ଡର ଉପସଭାପତି ଡା. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।

ଏହାଛଡ଼ା ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି। ଖାତା ଦେଖା ପରେ ମାର୍କ ଅପଲୋଡ କାର୍ଯ୍ୟ କରାଯିବ ସେ ଆହୁରି ମଧ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜାତା କାର୍ତ୍ତିକ ପାଣ୍ଡିଆନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫: ସୁଜାତା କାର୍ତ୍ତିକ ପାଣ୍ଡିଆନଙ୍କୁ ମିଳିଲା ବଡ଼ ଦାୟିତ୍ୱ।

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri