କେକେଆରର ସହଜ ବିଜୟ…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୮ ରନ୍ ଲକ୍ଷ୍ୟର ପିଛା କରି  ଏସଆରଏଚ ୨୦ ଓଭରରେ  ୮  ୱିକେଟ ହରାଇ  ୧୨୩ ରନ୍ କରିବାକୁ ସକ୍ଷମ ହୋଇ ପାରିଥିଲା । ଫଳରେ କେକେଆର ୫୪ ରନରେ ବିଜୟୀ ହୋଇଛି ।

ଏସଆରଏଚ  ପକ୍ଷରୁ ଅଭିଷେକ ଶର୍ମା ୨୮ ବଲରେ ୪୩ ରନ୍ , ଆଡେନ ମାର୍କମ ୨୫ ବଲରେ ୩୨ ରନ୍‌, ଶଶାଙ୍କ ସିଂ ବଲରେ ରନ କରିଥିଲେ ।

ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କେକେଆର୍‌ ଅଧିନାୟକ ଶ୍ରେୟାସ ଆୟର ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏସ୍‌ଆର୍‌ଏଚ୍‌ ଅଧିନାୟକ କେନ ୱିଲିୟମସନଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲା।

ନିର୍ଦ୍ଧାରିତ ୨୦ ଓଭରରେ କେକେଆର୍‌ ଟିମ୍‌ ୬ ଓ୍ବିକେଟ ହରାଇ ୧୭୭ ରନ୍‌ କରିଥିଲା। ଫଳରେ ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୮ ରନ୍‌ ରହିଥିଲା।

କେକେଆର୍‌ ପକ୍ଷରୁ ଅଜଙ୍କ୍ୟ ରାହାଣେ ୨୪ ବଲ୍‌ରେ ୨୮ ରନ୍‌, ନୀତିଶ ରାଣା ୧୬ ବଲ୍‌ରେ ୨୬ ରନ୍‌, ଶ୍ରେୟଶ ଆୟାର ୯ ବଲ୍‌ରେ ୧୫ ରନ୍‌ କରିଥିଲେ ।  ସେହିପରି ସାମ୍‌ ବ୍ଲିଙ୍ଗସ୍‌ ୨୯ ବଲ୍‌ରେ ୩୪ ରନ୍‌, ଆଣ୍ଡ୍ରେ ରସେଲ୍‌ ୨୮ ବଲ୍‌ରେ ୪୯ ରନ୍‌ କରି ଅପରାଜିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri