Posted inଜାତୀୟ

ଚଣ୍ଡିଗଡ଼-ମୋହାଲି ସୀମାରେ ଚାଷୀଙ୍କ ଧାରଣା

ଚଣ୍ଡିଗଡ଼,୧୮।୫ (ପି.ଟି.): ଗହମ ଉପରେ ବୋନସ ସମେତ ବିଭିନ୍ନ ଦାବି ନେଇ ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଉପରେ ଚାପ ପକାଇବାକୁ ରାଜଧାନୀ ଚଣ୍ଡିଗଡ଼ ଅଭିମୁଖେ ଯାଉଥିବା ଚାଷୀଙ୍କୁ ଅନୁମତି ନ ମିଳିବାରୁ ମଙ୍ଗଳବାର ସେମାନେ ଚଣ୍ଡିଗଡ଼-ମୋହାଲି ସୀମାରେ ଧାରଣାରେ ବସିଛନ୍ତି। ସେମାନେ ରାଜ୍ୟ ସରକାରଙ୍କ ସହ ମୁହାଁମୁହିଁ ହେବାକୁ ଚାହୁଁନାହାନ୍ତି। ତେବେ ସେମାନଙ୍କ ଦାବି ପୂରଣ ନ ହେଲେ ବ୍ୟାରିକେଡ୍‌ ଭାଙ୍ଗି ଚଣ୍ଡିଗଡ଼ ଅଭିମୁଖେ ଆଗେଇବେ ବୋଲି ଚାଷୀନେତା କହିଛନ୍ତି। କେନ୍ଦ୍ରର କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ବର୍ଷରୁ ଊର୍ଦ୍ଧ୍ୱ ସମୟ ଆନ୍ଦୋଳନ ଚାଲିଥିଲା। ଚଣ୍ଡିଗଡ଼ରେ ଅନିର୍ଦ୍ଦିଷ୍ଟ କାଳ ଆନ୍ଦୋଳନ ଚଳାଇବାକୁ ବିଭିନ୍ନ କୃଷକ ସଂଗଠନ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri