Posted inଖେଳ

ରୋହିତଙ୍କ ସର୍ଟରେ ଝୁମିଲେ ସାରା

ମୁମ୍ବାଇ,୧୮ ।୫: ଇଣ୍ଡିଆନ ପ୍ରମିୟର ଲିଗ(ଆଇପିଏଲ)୨୦୨୨ରେ ମଙ୍ଗଳବାର ସନରାଇଜର୍ସ ହାଇଦ୍ରାବାଦ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ ଥିଲା । ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପଟେନ ରୋହିତ ଶର୍ମା ଏହି ମ୍ୟାଚରେ ୪୮ ରନ କରିଥିବା ବେଳେ ତାଙ୍କର ସର୍ଟ ଦର୍ଶକଙ୍କୁ ପାଗଳ କରିଥିଲା । ଏହି ସମୟରେ ସାରା ତେନ୍ଦୁଲକରଙ୍କ ରିଆକ୍ସନ ବି ଦେଖିବାକୁ ମିଳିଥିଲା । ଯାହାର କିଛି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି ।
ସୂଚନାଯୋଗ୍ୟ, ପୂର୍ବତନ କ୍ରିକେଟର ସଚ୍ଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ବି ମୁମ୍ବାଇର ୱାନଖେଡେ ଷ୍ଟାଡିୟମରେ ହେଉଥିବା ମ୍ୟାଚ ଦେଖିବାକୁ ପହଞ୍ଚିଥିଲେ । ସେ ବାଲକୋନିରେ ଠିଆ ହୋଇଥିବା ବେଳେ ନିଜ ଟିମ୍‌କୁ ଚିୟର କରୁଥିଲେ । ଯେତେବେଳେ ରୋହିତ ଶର୍ମା ୬ ମାରିଥିଲେ ସେତେବେଳେ ସାରା ତେନ୍ଦୁଲକର ଝୁମି ଉଠିଥିଲେ ଓ ଟିମ୍‌କୁ ଜବରଦସ୍ତ ଚିୟର କରିଥିଲେ । ଏହି ସମୟରେ ସାରାଙ୍କ ରିଆକ୍ସନ ଟେଲିଭିଜନ ସ୍କ୍ରିନରେ ଦେଖିବାକୁ ମିଳିଥିଲା । ଏହାସହ ସେହି ମୁହୂର୍ତ୍ତର କିଛି ଫଟୋ ବି ଏବେ ଭାଇରାଲ ହେବାରେ ଲାଗିଛି । ଏହା ପୂର୍ବରୁ ବି ମୁମ୍ବାଇ ଇଣ୍ଡିଆନ୍ସର କିଛି ମ୍ୟାଚ ଦେଖିବାକୁ ସାରା ଷ୍ଟାଡିୟମ ପହଞ୍ଚିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri