Posted inଜାତୀୟ

କଂଗ୍ରେସ ଛାଡ଼ିଲେ ହାର୍ଦ୍ଦିକ ପଟେଲ

ଗାନ୍ଧିନଗର,୧୮।୫: ଗୁଜୁରାଟ ନିର୍ବାଚନର କିଛି ମାସ ପୂର୍ବରୁ କଂଗେସକୁ ବଡ଼ ଝଟକା। କଂଗ୍ରେସ ଛାଡିଲେ ଗୁଜୁରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ବୁଧବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜେ ତାଙ୍କ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଆଜି ମୁଁ କଂଗ୍ରେସ ପାର୍ଟିର ପଦ ଏବଂ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ମୋର ବିଶ୍ୱାସ ଅଛି କି ମୋର ଏହି ନିଷ୍ପତ୍ତିକୁ ମୋର ସହକର୍ମୀ ଏବଂ ଗୁଜୁରାଟର ପ୍ରତିଟି ସଦସ୍ୟ ସ୍ବାଗତ କରିବେ। ଏହି ପଦକ୍ଷେପ ସହିତ ମୁଁ ଗୁଜୁରାଟ ପାଇଁ ସକାରାତ୍ମକ କାର୍ଯ୍ୟ କରିବାକୁ ସମର୍ଥ ହେବି।’ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଗତ କିଛି ଦିନ ହେବ ହାର୍ଦ୍ଦିକ କଂଗ୍ରେସ ନେତାଙ୍କୁ ନେଇ ଅସନ୍ତୋଷ ଥିଲେ। ଦଳ ଛାଡିବେ ବୋଲି ମଧ୍ୟ ଚର୍ଚ୍ଚା ହେଉଥିଲା। ଆଜି ହାର୍ଦ୍ଦିକ ଏ ସବୁ ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri