ସାଇକେଲ ଚଢ଼ି ବାହା ହେବାକୁ ଗଲେ ଶୁଭ୍ରାଂଶୁ

ଭୁବନେଶ୍ୱର, ୧୯।୫ (ବ୍ୟୁରୋ): ତେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ସାଧାରଣ ଲୋକଙ୍କୁ ହନ୍ତସନ୍ତ କରୁଛି। ସାମାଜିକ ବ୍ୟବସ୍ଥାକୁ ବିଗାଡି ଦେଉଛି। ଆନ୍ଦୋଳନ, ଧର୍ମଘଟର ପ୍ରଭାବ ଦରବୃଦ୍ଧି ଉପରେ ପଡୁ ନ ଥିବାବେଳେ ରାଜଧାନୀର ଯୁବକ ଶୁଭ୍ରାଂଶୁ ସାମଲ ନିଆରା ପ୍ରତିବାଦ କରି ଚର୍ଚ୍ଚାକୁ ଆସିଛନ୍ତି। ବୁଧବାର ଥିଲା ତାଙ୍କ ବାହାଘର। ସେ ସାଇକେଲ ଚଢ଼ି ବର ବେଶରେ ଯାଇଥିବାବେଳେ ବରଯାତ୍ରୀମାନେ ମଧ୍ୟ ସାଇକେଲ ଓ ଚାଲିଚାଲି ଯାଇଥିଲେ।

ଶୁଭ୍ରାଂଶୁ ୟୁନିଟ୍‌-୩ରେ ନିଜ ପରିବାର ସହିତ ରୁହନ୍ତି। ସେହି ଅଞ୍ଚଳର ସିପ୍ରାଙ୍କ ସହିତ ତାଙ୍କର ବିବାହ ସ୍ଥିର ହୋଇଥିଲା। ରୀତିନୀତି ଅନୁଯାୟୀ ବାହାଘର ପାଇଁ ଉଭୟ ପରିବାର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତେବେ ବିବାହର କିଛିଦିନ ପୂର୍ବରୁ ଶୁଭ୍ରାଂଶୁ ସାଇକେଲରେ ବର ହୋଇଯିବାକୁ ଇଚ୍ଛାପ୍ରକାଶ କରିବା ସହ ପରିବାର ଲୋକଙ୍କୁ ଜଣାଇଥିଲେ। ପୁଅର ନିଷ୍ପତ୍ତିରେ ପରିବାର ଲୋକ ଓ କନ୍ୟାପକ୍ଷ ମଧ୍ୟ ରାଜି ହୋଇଥିଲେ। ନିର୍ଦ୍ଧାରିତ ସମୟରେ ବର ସାଇକେଲ ଚଢି ଶୋଭାଯାତ୍ରାରେ ବାହାରିଥିଲେ। ବିଭିନ୍ନ ଅଞ୍ଚଳରୁ ବରଯାତ୍ରୀମାନେ ରବିଟକିଜ୍‌ ଛକଠାରେ ପହଞ୍ଚତ୍ବା ପରେ ସମସ୍ତେ ଏକାଠି ହୋଇ ପୁରୀ ରୋଡ୍‌ସ୍ଥିତ ବିବାହ ମଣ୍ଡପ ଅଭିମୁଖେ ଯାଇଥିଲେ। ବାଟସାରା ବର ଓ ବରଯାତ୍ରୀଙ୍କୁ ଲୋକେ ପ୍ରଶଂସା କରୁଥିବା ଦେଖାଯାଇଥିଲା। ମଣ୍ଡପ ନିକଟରେ ପହଞ୍ଚତ୍ବା ପରେ ବିଧି ଅନୁଯାୟୀ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri