ରୁହ ସତର୍କ, ଏବେ ବି ଶେଷ ହୋଇନି କରୋନା…

ଜେନେଭା, ୨୩।୫ : ବିଶ୍ୱ ସୱାସ୍ଥ୍ୟ ସଂଗଠନ ମୁଖ୍ୟ ଚେତାବନୀ ଦେଇଛନ୍ତି ଯେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ବି ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେ ପୃଥିବୀର ବିଭିନ୍ନ ଦେଶର ସରକାରମାନଙ୍କୁ ସତର୍କ ରହିବାକ ପରାମର୍ଶ ଦେଇଛନ୍ତି। ଜେନେଭାରେ ସଂଗଠନର ବାର୍ଷିକ ବୈଠକ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରୋସ ଆଧାନୋମ ଗେବ୍ରେୟସସ ଉପସ୍ଥିତ ଅଧିକାରୀମାନଙ୍କୁ କହିଛନ୍ତି ଯେ ନମୁନା ପରୀକ୍ଷା କମ୍‌ କରାଯିବା ଉଚିତ ନୁହେଁ।

ଆମେ ଜାଣିଶୁଣି ନିଜ ଉପରେ ବିପଦ ଟାଣି ଆଣୁଛେ। ସେ କହିଛନ୍ତି ଯେ ଗରିବ ଦେଶମାନଙ୍କରେ ପ୍ରାୟ ଏକ ବିଲିୟନ ଲୋକ ଏପର୍ଯ୍ୟନ୍ତ ଆଣ୍ଟି-କୋଭିଡ ଟିକା ଗ୍ରହଣ କରିପାରି ନାହାନ୍ତି। ବିଶ୍ୱ ପରିସ୍ଥିତି ଉପରେ ଆଧାରିତ ସାପ୍ତାହିକ ରିପୋର୍ଟକୁ ଦୃଷ୍ଟିରେ ରଖି ଗେବ୍ରେୟସସ କହିଛନ୍ତି ଯେ ମାର୍ଚ୍ଚ ମାସରୁ ନୂତନ ସଂକ୍ରମଣ ଅନେକ ସପ୍ତାହ ହ୍ରାସ ପାଇବା ପରେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି।

ସେ କହିଛନ୍ତି ଯେ ସ୍ଥିତିରେ ଉନ୍ନତି ଏବଂ ପୃଥିବୀର ୬୦ ପ୍ରତିଶତ ଲୋକଙ୍କୁ ଟିକାକରଣ ନ କରାଯିବା ପର୍ଯ୍ୟନ୍ତ ମହାମାରୀ ଶେଷ ହେବ ନାହିଁ। ତେଣୁ ସତର୍କତା ସହିତ ପଦକ୍ଷେପ ଗ୍ରହଣ କରିବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

ହାମିଲଟନ ହଲ୍‌କୁ କବ୍‌ଜା କଲେ ବିକ୍ଷୋଭକାରୀ

ନ୍ୟୁୟର୍କ, ୧।୫: ଗତ କିଛିଦିନ ଧରି ପାଲେଷ୍ଟାଇନକୁ ସମର୍ଥନ କରି ଆମେରିକାର ଅନେକ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ ହେଉଥିବାବେଳେ ମଙ୍ଗଳବାର ଏହା ଉଗ୍ରରୂପ ଧାରଣ କରିଛି। କଲମ୍ବିଆ...

ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ

ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି,...

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି...

ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ

ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍‌ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍‌ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା...

କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ପାଇଁ ଖରାପ ଖବର! କମ୍ପାନୀ ମାନିଲା ହୋଇପାରେ ବ୍ଲଡ କ୍ଲଟିଂ ଭଳି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୩୦।୪: କୋଭିଡ ଟିକା କାରଣରୁ ପାର୍ଶ୍ୱ ପ୍ରତିକ୍ରିୟାର ସମସ୍ତ ଦାବି ମଧ୍ୟରେ ଟିକା ଉତ୍ପାଦନକାରୀ କମ୍ପାନୀ ଆଷ୍ଟ୍ରାଜେନେକା ଏକ ବଡ଼ ତଥ୍ୟ ଦେଇଛି। କୋର୍ଟରେ ଉପସ୍ଥାପିତ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri