କାର୍‌-ବାଇକ୍‌ ମୁହାଁମୁହିଁ: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ,୨୩ା୫: ବରଗଡ଼ ଜିଲା ବରପାଲି ନିକଟସ୍ଥ ସରଣ୍ଡାପାଲିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ହୋଇଛି।
ପ୍ରକାଶ ଯେ, ସୋମବାର ସକାଳୁ ବିଜେପୁର ନିକଟ କେଶେଇପାଲି ଗ୍ରାମର ଗଣେଶ ରାମ ସାହୁ ଓ ତାଙ୍କ ସ୍ତ୍ରୀ ସନ୍ତୋଷିନୀ  ବାଇକ୍‌ (ସିଜି ୧୧ଏଡି ୨୪୩୩)ରେ ପଥର୍ଲା ଗ୍ରାମକୁ ଏକ ବାହାଘରକୁ ଯାଉଥିଲେ। ଏହି ସମୟରେ ସରଣ୍ଡାପାଲି ନିକଟରେ ସାମ୍ନା ପଟୁ ଆସୁଥିବା  କାର୍‌ (ସିଜି ୦୪ ଏନ୍‌ଟି ୧୧୦୧) ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଗଣେଶଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ସନ୍ତୋଷିନୀଙ୍କୁ ଗୁରୁତର ଅବସ୍ଥାରେ ବରଗଡ଼ର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ବାଟରେ ତାଙ୍କ ଜୀବନ ଚାଲିଯାଇଥିଲା। କାର୍‌ଟି ବନ୍ଧପାଲିର ବୋଲି ସୂଚନା ମିଳିଛି। ବରପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କାର୍‌ ଚାଳକ ରାହୁଲ ଗୋୟଲଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri