ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ। ଏ ନେଇ ସିପିଆଇ ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି।
ଶିବାଜୀ ପଟ୍ଟନାୟକ ତିନିଥର ଭୁବନେଶ୍ୱର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। କମ୍ୟୁନିଷ୍ଟ ପାର୍ଟି ଟିକେଟରୁ ଲଢିଥିଲେ ସମସ୍ତ ନିର୍ବାଚନ । ସେ ୧୯୭୭, ୧୯୮୯ ଓ ୧୯୯୧ରେ ଭୁବନେଶ୍ୱର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri