ଏଇ ଭାରତରେ

କାର୍‌ରେ ଯିବେ ପୁଣି ଅନ୍ୟ କିଛି ସୁବିଧା ମାଗଣାରେ ପାଇବେ! ଏମିତି ବ୍ୟବସ୍ଥା କେଉଁଠି ଦେଖିଛନ୍ତି? କିନ୍ତୁ ଦିଲ୍ଲୀର ଅବଦୁଲ କାଦିରଙ୍କ କାର୍‌ରେ ଗଲେ ଯାତ୍ରୀମାନେ ସୁଖଦ ଅନୁଭବ କଲାଭଳି ଜିନିଷ ଓ ସେବା ମାଗଣାରେ ପାଇପାରିବେ। କାଦିର ଯାତ୍ରୀମାନଙ୍କୁ ଖବରକାଗଜ ପଢ଼ିବାକୁ ଦେବା ସହ ଜୁସ୍‌ ଓ ସ୍ନାକ୍ସ ଦେଉଛନ୍ତି। ଅବଦୁଲ ତାଙ୍କ କାର୍‌ରେ ବିଶୁଦ୍ଧ ପାନୀୟ ଜଳ ପିଇବାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ଏପରିକି ଜଣେ ନେଲ୍‌ପଲିସି ରିମୁଭର ବି ଚାହଁିଲେ ତାହା ପାଇବାରେ କିଛି ଅସୁବିଧା ହେବନାହଁି। ଏହାବ୍ୟତୀତ କାର୍‌ ମଧ୍ୟରେ ସେ ଶାନ୍ତି, ସଦ୍‌ଭାବନା ଏବଂ ପାରସ୍ପରିକ ସମ୍ମାନ ବୃଦ୍ଧି କଲା ଭଳି ବିଭିନ୍ନ ନୀତିବାଣୀ ଲଗାଇଛନ୍ତି। ଏହା ସାମ୍ପ୍ରଦାୟିକ ସଦ୍‌ଭାବନାର ବାର୍ତ୍ତା ଦେଉଛି। ଅବଦୁଲ ଚାକିରି କରିଥିଲେ ଓ ୩୦ ବର୍ଷ ବୟସରେ ତାହା ହରାଇବା ପରେ ବିଭିନ୍ନ ବ୍ୟବସାୟ କରିବାକୁ ଲାଗିଲେ। କିନ୍ତୁ ସେଥିରେ ସଫଳ ନ ହେବାରୁ ଶେଷରେ କାର୍‌ ଚଳାଇବା ଆରମ୍ଭ କରିଥିଲେ ଏବଂ ଯାତ୍ରୀଙ୍କୁ ନେବା ଆଣିବା ସମୟରେ ଏଭଳି ମାଗଣା ସେବା ଯୋଗାଇଦେବା ଲାଗି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

କୃତ୍ରିମ ବୁଦ୍ଧିମତ୍ତା ଓ ମାନବ ଅଧିକାର

ନିକଟରେ ଜଣେ ମହିଳା ଇନ୍‌ଷ୍ଟାଗ୍ରାମ୍‌ରେ ଲେଖିଥିଲେ ଯେ ସେ ଗୋଟିଏ ଆପ୍‌ରେ ଶାଢ଼ିପିନ୍ଧା ଫଟୋ ଅପ୍‌ଲୋଡ କରି ପରିବର୍ତ୍ତିତ ଫଟୋ ଦେଖି ତାଜୁବ ହୋଇଗଲେ। ଏହି...

ଅସୁରକ୍ଷିତ ସ୍କୁଲପିଲା

ଚଳିତବର୍ଷ ନଭେମ୍ବରରେ ନାଇଜେରିଆର ବିଭିନ୍ନ ସ୍କୁଲରୁ ଅନେକ ଶହ ପିଲାଙ୍କୁ ଅପହରଣ କରାଯାଇଥିଲା। ସେହିମାନେ ଏବେ ବନ୍ଦୀ କିମ୍ବା ନିଖୋଜ। ତେବେ ନିକଟରେ ୧୦୦ ଛାତ୍ରଙ୍କୁ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ଆତ୍ମସ୍ଥ ସୁଖ ସନ୍ଧାନେ

ଜଣେ ବ୍ୟକ୍ତି ଥରେ ଜଣେ ସାଧୁବାବାଙ୍କ ନିକଟରେ ପହଞ୍ଚିଲେ ଏକ ଗମ୍ଭୀର ସମସ୍ୟା ନେଇ। ବାବା ଜଣକ ତାଙ୍କୁ ଆଗମନର କାରଣ ପୁଚ୍ଛା କରନ୍ତେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri