ମନ୍ନତରେ ଲାଗିଛି ୩୦-୪୦ ଲକ୍ଷ ଟଙ୍କାର ଟିଭି

ମୁମ୍ବାଇ: ବଲିଉଡ ନାୟକ ଶାହାରୁଖ ଖାଁ ଜଣେ ଆଗଧାଡିର ଅଭିନେତା ହୋଇଥିବା ବେଳେ ଅଭିନୟରେ ସମସ୍ତଙ୍କ ହୃଦୟ ଜିତିଛନ୍ତି । ଇଣ୍ଡଷ୍ଟ୍ରିର ଧନି କଳାକାରଙ୍କ ମଧ୍ୟରେ ଜଣେ ହେଉଛନ୍ତି ଶାହାରୁଖ । ଅଭିନେତାଙ୍କର ବଡ ବଡ ସୌକ ବି ରହିଛି । ଶାହାରୁଖଙ୍କ ରୋଜଗାରର ମାଧ୍ୟମ କେବଳ ଫିଲ୍ମ ନୁହେଁ ବିଜ୍ଞାପନ ଓ ବ୍ୟବସାୟରୁ ଭଲ ରୋଜଗାର କରନ୍ତି ଶାହାରୁଖ । ନିକଟରେ ଏକ ଇଭେଣ୍ଟରେ ଯୋଗ ଦେଇ ତାଙ୍କ ଆଲିସାନ ବଙ୍ଗଳା ମନ୍ନତକୁ ନେଇ କିଛି କଥା ମନଖୋଲି କଥା ହୋଇଥିଲେ । ଶାହାରୁଖ କହିଥିଲେ ମନ୍ନତରେ ଲାଗିଛି ୧୦-୧୨ଟି ଟେଲିଭିଜନ ସେଟ୍ । ଏମିତିକି ସବୁ ପିଲାମାନଙ୍କ ରୁମରେ ଅଲଗା ଅଲଗା ଟିଭି ଲାଗିଛି । ସୁହାନା, ଆର୍ଯ୍ୟନ ଓ ଅବରାମଙ୍କ ରୁମରେ ବି ଅଲଗା ଟିଭି ସେଟ୍ ଲାଗିଛି । ତେବେ ପ୍ରତିଟି ଟେଲଭିଜନର ଦାମ ଦେଢ ଲକ୍ଷରୁ ଅଧିକ ଟଙ୍କା । ଏମିତି ହିସାବ କଲେ ପାଖାପାଖି ୩୦-୪୦ ଲକ୍ଷ ଟଙ୍କାର ଟେଲିଭିଜନ ସେଟ୍ ରହିଛି ଶାହାରୁଖଙ୍କ ଘରେ । ଏତେ ଦାମୀ ଟେଲିଭିଜନର ଦାମ ହିସାବ କଲେ ହୁଏତ ଜଣେ ମିଡିଲ କ୍ଲାସ ଫ୍ୟାମିଲି ଏକ ଫ୍ଲାଟ କିଣିପାରିବେ ବୋଲି କୁହାଯାଏ । ଏବେ ଶାହାରୁଖଙ୍କ ଏହି ବୟାନ ଖୁବ୍ ଚର୍ଚ୍ଚାରେ । ଏହାକୁ ନେଇ ୟୁଜର୍ସ ଭିନ୍ନ ଭିନ୍ନ କମେଣ୍ଟ ବି କରୁଛନ୍ତି । ଜଣେ ୟୁଜର୍ସ କହିଛନ୍ତି ଶାହାରୁଖଙ୍କ କଥା ଶୁଣିବା ପରେ ମୁଁ ନିଜକୁ ଖୁବ୍ ଗରିବ ବୋଲି ଅନୁଭବ କରୁଛି । ଅନ୍ୟ ଜଣେ ୟୁଜର୍ସ କହିଛନ୍ତି ଶାହାରୁଖଙ୍କ ଘର ମାନେ ଏତେ ଦାମର ଟେଲିଭିଜନ ଲାଗିବା କଥା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri