ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା

ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍‌ ନେତା ନିଜ ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପେକ୍ଷୀରେ ଶୁକ୍ରବାର ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ଭୋଜପୁରୀ ଅଭିନେତା ଦିନେଶ ଲାଲ ଯାଦବ ପ୍ରଚାର କରିବା ସହ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମଧ୍ୟ ରାଧାରାଣୀ ପଣ୍ଡାଙ୍କ ସହ ପ୍ରଚାର କରିଥିଲେ ।
ଦିନେଶ ଅନେକ ହିନ୍ଦୀ ଓ ଭୋଜପୁରୀ ଫିଲ୍ମରେ ଅଭିନୟ କରିଛନ୍ତି । ସେ ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଛନ୍ତି ଓ ଗତ ସାଧାରଣ ନିର୍ବାଚନରେ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କ ବିରୁଦ୍ଧରେ ମଧ୍ୟ ନିର୍ବାଚନ ଲଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri