ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ ମୃତ ବ୍ୟକ୍ତିଙ୍କ ଜମି ବିକ୍ରି ହୋଇଥିବା…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ ରୋମାଞ୍ଚକର ବିଜୟ ହାସଲ କରିଥିଲେ। ତଥାପି,…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା ଉପାଖ୍ୟାନକୁ ନେଇ ରାଜ୍ୟ ରାଜନୀତି ଜୋର୍‌…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ ଦୁଇରୁ ତିନି ସପ୍ତାହ ମଧ୍ୟରେ ଇରାନ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ, ଉପସାଗରୀୟ ଅଞ୍ଚଳରେ ଚାଲିଥିବା ଉତ୍ତେଜନା ଯୋଗୁ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ ହେଲା ଏଭଳି ସ୍ଥିତି ରହିଥିଲେ ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶରେ କେହି ମାଓବାଦୀ ରହିବେ ନାହିଁ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି କମର୍ସିଆଲ LPG ଦର ୨୦୭୮ ଟଙ୍କା ୫୦ ପଇସାରେ ପହଞ୍ଚିଛି। ଭୁବନେଶ୍ୱରରେ ୧୯…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା। ଭାରତର ମହାପଞ୍ଜିକାର ତଥା ଜନଗଣନା ଆୟୁକ୍ତ ମୃତ୍ୟୁଞ୍ଜୟ କୁମାର ନାରାୟଣଙ୍କ ସୂଚନା ଅନୁଯାୟୀ,…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା ଇଣ୍ଟରନ୍ୟାଶନାଲ ଆଟମିକ୍‌ ଏନର୍ଜି ଏଜେନ୍ସି (ଆଇଏଇଏ) ମଧ୍ୟ ଅଭିଯୋଗ ସମ୍ପର୍କର ସ୍ପଷ୍ଟ କରିନାହିଁ।…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୁଜରାଟ ଟାଇଟନ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଯୁବ ବ୍ୟାଟର…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ନେଇ ବିବୃତି ରଖିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଆଶ୍ୱାସନା…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର ବନ୍ଧୁ ଦେଶମାନଙ୍କୁ ଏକ ଶକ୍ତ ସନ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ ମୂଲ୍ୟ ୯୫ ଟଙ୍କା ୨୧ ପଇସାରେ ପହଞ୍ଚତ୍ଛି। ପଶ୍ଚିମ ଏସିଆରେ ଯୁଦ୍ଧଜନିତ ସଙ୍କଟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri