Odisha Elections 2024

ଗଛରେ ଚଢ଼ି ମହୁ ସଂଗ୍ରହ କରୁଥିବା ବେଳେ ଖସିପଡ଼ି ଯୁବକଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୯ା୫(ଡି.ଏନ୍‌.ଏ.): ରାତିରେ ଗଛରେ ଚଢ଼ି ମହୁ ସଂଗ୍ରହ କରି ତଳକୁ ଓହ୍ଲାଉ ଥିବା ବେଳେ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ସାଲେଇବେଡ଼ା ପଞ୍ଚାୟତ ଖାପରଖାଇ ଗ୍ରାମର ସାନ ଖଣ୍ଡୁଆଳ (୩୦) ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ଠାକୁରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଖମଡିହା ଗ୍ରାମ ପୁରୁଣାପଣି ସାହିରେ ଏକ ଶିମିଳି ଗଛ ଉପରେ ମହୁ ମାଛି ଫେଣା କରିଥିଲେ। ବିଳମ୍ବିତ ରାତିରେ ସାନ ଖଣ୍ଡୁଆଳ ଗଛ ଉପରେ ଚଢ଼ି ମହୁ ସଂଗ୍ରହ କରିସାରି ତଳକୁ ଓହ୍ଲାଉ ଥିବା ବେଳେ ଖସି ପଡ଼ିଥିଲେ। ଗଛ ତଳେ ଥିବା ଅନ୍ୟ ଲୋକମାନେ ତାଙ୍କୁ ଉଦ୍ଧାର କରି ଓଟୋ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ଗଞ୍ଜାମର କିଆ ସମ୍ପଦ…

ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ...

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri