ଆଜିଠୁ ନବୀନଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନ ୧ଟାରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ରଖିବେ ବୋଲି ଚର୍ଚ୍ଚା ହେଉଛି। ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଭେଟଘାଟ ବହୁ ଗୁରୁତ୍ୱ ରଖୁଛି। କାରଣ ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏକୁ ବିଜେଡି ଓ ଆନ୍ଧ୍ରର ଟିଡିପି ସରକାରର ସମର୍ଥନ ଆବଶ୍ୟକ। ତେଣୁ ମୋଦି ରାଷ୍ଟ୍ରପତି ନିର୍ବାଚନ ଲାଗି ସମର୍ଥନ ଲୋଡ଼ିପାରନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ରାଜ୍ୟର ଅନ୍ୟାନ୍ୟ ସମସ୍ୟା ନେଇ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିପାରନ୍ତି ବୋଲି ମଧ୍ୟ କୁହାଯାଉଛି। ଆସନ୍ତା ୧ ତାରିଖ ଦ୍ୱିପ୍ରହର ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri