ଆଜି ସାବିତ୍ରୀ ବ୍ରତ, ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୨୬।୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।

ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ ନିକଟରୁ ଫେରାଇ ଆଣିବା ପାଇଁ ଏହି ବ୍ରତ ପାଳନ କରିଥିଲେ। ସେହିଦିନଠାରୁ ଓଡ଼ିଶାର ପୁରପଲ୍ଲୀରେ ମହିଳାମାନେ ଏହି ବ୍ରତ ପାଳନ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri