ମହିଳାଙ୍କୁ କମେଣ୍ଟ ମାରି ୨ ଯୁବକ ଗିରଫ

ନବରଙ୍ଗପୁର,୩୦।୫(ବି.ପ୍ର.): କମେଣ୍ଟ ମାରିବା ଓ ଅଶ୍ଲୀଳ ଇଙ୍ଗିତ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଚାମୁରିଆଗୁଡା ଅଞ୍ଚଳର ଆଶିଷ କୁମାର ଷଡଙ୍ଗୀ ଓ ରୋହିତ କୁମାର ଭଞ୍ଜଦେଓ। ରବିବାର ସାଢ଼େ ୭ଟାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ସହ ଟି ହବରେ ଥିଲେ। ସେହି ସମୟରେ ଆଶିଷ ଓ ରୋହିତ ମହିଳା ଜଣଙ୍କୁ କମେଣ୍ଟ ମାରିବା ସହ ଅଶ୍ଲୀଳ ଇଙ୍ଗିତ କଲେ। ଏହାକୁ ପ୍ରତିରୋଧ କରିବାରୁ ଜୀବନରେ ମାରିଦେବାକୁ ଅଭିଯୁକ୍ତମାନେ ଧମକ ଦେଇଥିଲେ। ଏନେଇ ବ୍ୟକ୍ତି ଜଣଙ୍କ ନବରଙ୍ଗପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ କେସ୍‌ ନମ୍ବର ୨୫୫/୨୨ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଏସ୍‌ଆଇ ହମିତନ ମାଝି ଘଟଣାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri