ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ କାନପୁର ସରସ୍ବତୀ ଶିଶୁ ମନ୍ଦିରର ଜଣେ ଛାତ୍ରୀ ସ୍କୁଲ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟି ଯିବାରୁ ଛାତ୍ରୀ ଜଣକ ଆହତ ହୋଇଛନ୍ତି । ଶିଶୁ ମନ୍ଦିର ପକ୍ଷରୁ ଛାତ୍ରୀଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛିା ଛାତ୍ରୀ ଜଣକ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟିଯାଇଥିଲା । ବ୍ୟାଟେରିରେ ଥିବା ଗରମ ଏସିଡ ପାଣି ଛାତ୍ରୀଙ୍କ ଉପରେ ଛିଟିକି ପଡ଼ିଥିଲା ।
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...
ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ
ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...
ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି
ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...
Archives


