ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ

ପୁରୀ ଅଫିସ,୩୧।୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।
ସେହିପରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର ଦ୍ବିତୀୟ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ ହେବ । ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri