ଆଉଟ୍‌ଡୋର ଟିକଟ ପାଇଁ ଧାଡ଼ିରେ ଠିଆ ହୋଇଥିଲେ ଲୋକେ, ମାଡ଼ିଗଲା ମେଡିକାଲ ଗାଡ଼ି

ଭଦ୍ରକ ଅଫିସ,୧ା୬: ଆଉଟ୍‌ଡୋର ଟିକଟ ପାଇଁ ଧାଡ଼ିରେ ଠିଆ ହୋଇଥିବା ଲୋକଙ୍କ ଉପରେ ଚଢ଼ିଗଲା ମେଡିକାଲ ଗାଡ଼ି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଅନ୍ୟ ୩ ଜଣ ସାମାନ୍ୟ ଆହତ ହୋଇଛନ୍ତି । ମୃତକ ହେଲେ ଡ. ବର୍ଚ୍ଚିକୟାଁ ଗ୍ରାମର ଶ୍ରୀଧର ଲେଙ୍କା। ଗୁରୁତରମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ମୁତାବକ, ମେଡିକାଲରେ ଭଡ଼ାରେ ଲାଗିଥିବା ବୋଲେରୋ ଗାଡିକୁ ଚାଳକ ମେଡିକାଲ ପରିସରରେ ରଖିଥିଲେ । ଗାଡିରେ ଚାବି ଲାଗିଥିବା ବେଳେ ଜଣେ କର୍ମଚାରୀ ଗାଡିର ଚାବି ମୋଡି ଦେବାରୁ ଗାଡି ଷ୍ଟାର୍ଟ ହୋଇ ଆଗକୁ ଗଡ଼ି ଗଡ଼ି ଯାଇ ଧାଡିରେ ଥିବା ଲୋକଙ୍କ ଉପରେ ମାଡି ଯାଇଥିଲା । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri