ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ ଜିଓଷ୍ଟାର ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଶ୍ରୀରାମ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା କାରବାରର ସୀମା, ନଗଦ ଉଠାଣ ସୀମା…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ ମୂଲ୍ୟ ୯୫ ଟଙ୍କା ୨୧ ପଇସାରେ ପହଞ୍ଚତ୍ଛି। ପଶ୍ଚିମ ଏସିଆରେ ଯୁଦ୍ଧଜନିତ ସଙ୍କଟ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ ଲୋକ ନିଖୋଜ ଅଛନ୍ତି, ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ନିୟୋଜିତ…

ଭାରତ ଆସୁଥିବା ଇରାନୀ ବିମାନକୁ ଟାର୍ଗେଟ କଲା ଆମେରିକା, ବିଶ୍ବରେ ଚହଳ

ତେହରାନ,୩୧।୩: ଇରାନର ମଶାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ ହୋଇଥିବା ଏକ ମହାନ ଏୟାରର ଏକ ବିମାନ ଆମେରିକା ଏୟାରଷ୍ଟ୍ରାଇକର ଶିକାର ହୋଇଛି । ରିପୋର୍ଟ ଅନୁସାରେ, ମଶାଦ ବିମାନବନ୍ଦରରେ ଆମେରିକା ଆକ୍ରମଣ ସମୟରେ ଭାରତ ଅଭିମୁଖେ ଯାଉଥିବା ଏକ ଇରାନୀ ବେସାମରିକ…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ଜୀବନ ସଙ୍କଟରେ ପଡ଼ିଥିଲା। ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ ଏକପାଖିଆ ପ୍ରତିଯୋଗିତାରେ ଚେନ୍ନାଇ ସୁପର କିଙ୍ଗସ୍‌କୁ ୮ ଉଇକେଟରେ ପରାସ୍ତ କରିଥିଲା। ନୂତନ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି। ଜବାହାରଲାଲ ନେହେରୁ ଦେଶର ପ୍ରଧାନମନ୍ତ୍ରୀ ଥିବାବେଳେ ବିଜୁ ବାବୁଙ୍କୁ ନିଜ କାର୍ଯ୍ୟାଳୟକୁ ଡକାଇଥିଲେ।…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଦେଶ ଦୀର୍ଘ ଦିନ ଧରି ନକ୍ସଲବାଦ ଦ୍ୱାରା ଜର୍ଜରିତ। ଆମେ ଏକ ନକ୍ସଲମୁକ୍ତ…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ସ୍ଵାମୀ ତଥା ସ୍ଥାନୀୟ ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ନାମରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri