ତାତିରେ ନାହିଁ ନିସ୍ତାର

ଭୁବନେଶ୍ୱର, ୪।୬(ବ୍ୟୁରୋ): ତାତିରେ ନାହିଁ ନିସ୍ତାର। ନିଆଁ ବର୍ଷାରେ ଜନଜୀବନ କଲବଲ। ତାତି ଆହୁରି ବଢ଼ିବ । ପାରଦ ୪୬ ଡିଗ୍ରୀ ଡେଇଁପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ୬ଟି ସହରରେ ପାରଦ ୪୪ ଡିଗ୍ରୀ ପାର କରିଛି । ଟିଟିଲାଗଡ଼ ସର୍ବୋଚ୍ଚ ତାପମାତ୍ରା ୪୫ଂ ଡିଗ୍ରୀ ଛୁଇଁଛି । ସେହିପରି ବଲାଙ୍ଗିରରେ ତାପମାତ୍ରା ୪୪.୯ଂ ଥିବା ବେଳେ ବୌଦ୍ଧରେ ୪୪.୫, ସମ୍ବଲପୁରରେ ୪୪.୪, ସୋନପୁରରେ ୪୪.୩ ଓ ଝାରସୁଗୁଡାରେ ୪୪.୨ଂ ତାପମାତ୍ରା ରେକର୍ଡ କରାଯାଇଛି। ପାଣିପାଗ ବିଭାଗ କହିବା ଅନୁସାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri