ନବୀନ ସରକାରଙ୍କ ସମସ୍ତ ମନ୍ତ୍ରୀ ଦେଲେ ଇସ୍ତଫା

ଭୁବନେଶ୍ୱର,୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀମାନେ ନିଜ ନିଜର ଇସ୍ତଫା ପତ୍ର ନବୀନଙ୍କୁ ପଠାଇଥିବାବେଳେ ରବିବାର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ । ଦିନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ରାଜଭବନରେ ଶପଥ ଗ୍ରହଣ କରିବେ। ଏହି ମନ୍ତ୍ରିମଣ୍ଡଳରେ ୧୦ରୁ ୧୨ ଜଣ ନୂଆ ମୁହଁ ସାମିଲ ହେବାକୁ ଥିବା ବେଳେ ଅନ୍ୟ ମନ୍ତ୍ରୀ ମାନଙ୍କ ବିଭାଗ ପରିବର୍ତ୍ତନ ହେବ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ମନ୍ତ୍ରୀଙ୍କୁ ତୁରନ୍ତ ନିଜର ଇସ୍ତଫା ପତ୍ର ପଠାଇବାକୁ ସକାଳେ ନିର୍ଦ୍ଦେଶ ଦିଆଯାଇଥିଲା। ଏହାପରେ ମନ୍ତ୍ରୀମାନେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇ ସାରିଛନ୍ତି। ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବା ପାଇଁ ରାଜଭବନକୁ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri