Posted inଫୁରସତ

ଶୋଇବେ ମହୁମାଛିର ଗୁଣୁଗୁଣୁ ଶବ୍ଦ ଶୁଣି

ଆଖପାଖରେ ଯଦି କିଛି ମହୁମାଛି ଗୁଣୁ ଗୁଣୁ କରି ଉଡି ବୁଲନ୍ତି, ତେବେ ଭାରି ଡର ଲାଗେ। ହେଲେ ଇଟାଲୀର ଦକ୍ଷିଣଭାଗରେ ଥିବା ଗ୍ରୋଟୋଲ ଗାଁର ରୋକୋ ଫିଲୋମେନୋ ତିଆରି କରିଛନ୍ତି ପୃଥିବୀର ପ୍ରଥମ ଏମିତି ଏକ ମହୁମାଛି ଫାର୍ମ, ଯେଉଁଠାରେ ଅତିଥିଙ୍କୁ ଲକ୍ଷ ଲକ୍ଷ ମହୁମାଛିଙ୍କ ଗୁଣୁ ଗୁଣୁ ଶବ୍ଦ ଭିତରେ ଶୋଇବାର ସୁଯୋଗ ଦିଆଯାଉଛି। ଉକ୍ତ ଫାର୍ମକୁ ଡିଜାଇନ୍‌ କରିଛନ୍ତି ଡେଭିଡ ଟାଗଲିଆବୁ। ୧ ମିଲିୟନ ମହୁମାଛି ରହୁଥିବା ଏକ ମହୁଫେଣା ଚାରିପଟେ ତିଆରି ହୋଇଛି କାଠରେ ତିଆରି ଏହି ଫାର୍ମ। ଖର୍ଚ୍ଚ ହୋଇଛି ୧୭୦୦୦ ଡଲାର। ମହୁମାଛିଙ୍କ ଶବ୍ଦ ଓ ସୁଗନ୍ଧ ଭିତରେ ଶୋଇଲେ ବି’ ଥେରାପୀର ଅନୁଭୂତି ମଳିଥାଏ। ଶୋଇବାବେଳେ ସିଲିଂରେ ଦେଖିହୁଏ ଏକ ସ୍ବତନ୍ତ୍ରଧରଣର ବକ୍ସ, ଯାହା ଭିତରେ ମହୁମାଛିମାନେ ମହୁ ଜମା କରିବା, ବସା ବାନ୍ଧିବାରେ ବ୍ୟସ୍ତ ଥିବା ଦେଖିହୁଏ।


Enter your email to get our daily news in your inbox.

All Right Reserved By Dharitri.Com

Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍‌ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ

ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri