ନବୀନ ନିବାସରେ ବାଦ୍‌ ପଡ଼ିଥିବା ମନ୍ତ୍ରୀ

ଭୁବନେଶ୍ୱର,୬ା୬(ବ୍ୟୁରୋ): ନବୀନ ସରକାର ରବିବାର ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଢ଼ିଛନ୍ତି। ତେବେ ଏହି ମନ୍ତ୍ରିମଣ୍ଡଳରୁ ୧୦ ମନ୍ତ୍ରୀ ବାଦ୍‌ ପଡ଼ିଛନ୍ତି। ବାଦ୍‌ ପଡ଼ିଥିବା ଏହି ମନ୍ତ୍ରୀମାନେ ଆଜି ନବୀନ ନିବାସରେ ପହଞ୍ଚିଛନ୍ତି। ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବ ବୋଲି କୁହାଯାଉଛି। ଏହି ମନ୍ତ୍ରୀମାନଙ୍କ ମଧ୍ୟରେ ପ୍ରତାପ ଜେନା, ଅରୁଣ ସାହୁ, ଦିବ୍ୟଶଙ୍କର ମିଶ୍ର, ସୁଶାନ୍ତ ସିଂ, ପଦ୍ମନାଭ ବେହେରା, ପଦ୍ମିନୀ ଦିଆନ, ସୁଦାମ ମାରାଣ୍ଡି ପ୍ରମୁଖ ନବୀନ ନିବାସରେ ପହଞ୍ଚିଛନ୍ତି।

ଦଳର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ବୈଠକ ଡକାଯାଇଥିବା କୁହାଯାଉଛି। ବାଦ୍‌ ମନ୍ତ୍ରୀମାନଙ୍କୁ ଅନ୍ୟ କୌଣସି ଗୁରୁଦାୟିତ୍ୱ ଦିଆଯାଇପାରେ ବୋଲି ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri