ଜୁନ ୯ରେ ଚିଲିକାରେ ହାଉସ୍‌ ବୋଟ୍‌ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଚିଲିକାରେ ଆସନ୍ତା ଜୁନ ୯ ତାରିଖରୁ ହାଉସ୍‌ ବୋଟ୍‌ ଚାଲିବ । ଏହା ରାଜ୍ୟରେ ପ୍ରଥମ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ । ଏ ନେଇ ଏହାର ପରିଚାଳନା ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥା ବିକାଶ ଇକୋ ରିସୋର୍ଟସ ପକ୍ଷରୁ ସୂଚନା ଦିଆଯାଇଛି । ବୋଟ ରହଣୀ କୂଳରେ ପାନୀୟ ଜଳ ଏବଂ ବିଦ୍ୟୁତ ବ୍ୟବସ୍ଥା ପାଇଁ ଏହି ପ୍ରକଳ୍ପ ଅଟକିଥିଲା । ଗତ ମେ’ ୨୫ରେ ପର୍ଯ୍ୟଟନ ବିଭାଗ ସଚିବ ଓ ନିର୍ଦ୍ଦେଶକଙ୍କ ସମୀକ୍ଷା ପରେ ଜୁନ୍‌ରେ ବୋଟ ଚାଲିବ ବୋଲି କହିଥିଲେ । ଏବେ ଏହି ବହୁ ପ୍ରତିକ୍ଷୀତ ପ୍ରକଳ୍ପର ଶୁଭାରମ୍ଭ ହେବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri