ବାଚସ୍ପତି ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ବିକ୍ରମ କେଶରୀ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଆସନ୍ତା ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ଏଥିପାଇଁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବାର ଶେଷ ସମୟ ଥିଲା। ତେବେ ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ କେଶରୀ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପୂର୍ବରୁ ବିକ୍ରମ କେଶରୀ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଥିଲେ। ବିକ୍ରମ କେଶରୀ ଆରୁଖ ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡିର ବିଭିନ୍ନ ବରିଷ୍ଠ ନେତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଆଶ୍ଚର୍ଯ୍ୟ ନୁହେଁ ସତ… ଝିଅ ନୁହେଁ ପୁଅଙ୍କୁ ହାଫ ପ୍ୟାଣ୍ଟ ପିନ୍ଧିବା-ସ୍ମାର୍ଟଫୋନ୍ ରଖିବା ନିଷେଧ

ପଶ୍ଚିମ ଉତ୍ତର ପ୍ରଦେଶର ଖାପ୍ ପଞ୍ଚାୟତ ସବୁବେଳେ ନିଜ ନିଷ୍ପତ୍ତି ପାଇଁ ଶିରୋନାମାରେ ରହିଥାଏ । ସମ୍ପ୍ରତି, ବାଗପତର ବାରୌତରେ ଏକ ଖାପ୍ ପଞ୍ଚାୟତ ବୈଠକରେ...

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri