ରଣବୀର ଭର୍ସେସ ୱାଇଲ୍ଡ ୱିଥ ବେୟର ଗ୍ରିଲ୍ସରେ ଦେଖିବାକୁ ମିଳିବ ଅଭିନେତାଙ୍କ ଭିନ୍ନ ଅନ୍ଦାଜ

ମୁମ୍ବାଇ: ନେଟଫ୍ଲିକ୍ସ ଇଣ୍ଡିଆ ଓ ରଣବୀର ସିଂ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଜଏଣ୍ଟ ପୋଷ୍ଟ ଶେୟାର କରିଛନ୍ତି । ଏହି ଭିଡିଓରେ ରଣବୀର ସିଂ ବେୟର ଗ୍ରିଲ୍ସଙ୍କ ସହ ଆଡଭେଞ୍ଚର କରୁଥିବା ଦେଖାଯାଇଛି । ଅସଲ କଥା ହେଲା ବଲିଉଡ ଅଭିନେତା ରଣବୀର ସିଂ ଖୁବଶୀଘ୍ର ବେୟର ଗ୍ରିଲ୍ସଙ୍କ ସହ ଜଙ୍ଗଲରେ ଧମାକା କରୁଥିବା ନଜର ଆସିବେ ଆଡଭେଞ୍ଚର ଆଧାରିତ ଶୋ’ ରଣବୀର ଭର୍ସେସ ୱାଇଲ୍ଡ ୱିଥ ବେୟର ଗ୍ରିଲ୍ସର ଟିଜର ଶୁକ୍ରବାର ରିଲଜ୍ ହୋଇଛି ।

ରିଲିଜ୍ ହୋଇଥିବ ଟିଜରରେ ରଣବୀର ସିଂ ବେୟର ଗ୍ରିଲ୍ସଙ୍କ ସହ ନଜର ଆସିଛନ୍ତି । ନେଟଫ୍ଲିକ୍ସ ଇଣ୍ଡିଆ ଓ ରଣବୀର ସିଂ ଯୁଗ୍ମ ଭାବେ ଏହି ପୋଷ୍ଟକୁ ଶେୟାର କରିଛନ୍ତି । ଏହି ପୋଷ୍ଟକୁ ଶେୟାର କରି କ୍ୟାପଶନରେ ଲେଖାଯାଇଛି, ଜଙ୍ଗଲ ମେ ମଙ୍ଗଲ!! ରଣବୀର ଭର୍ସେସ ୱାଇଲ୍ଡ ରୋମାଞ୍ଚକାରୀ ରୋମାଞ୍ଚରେ ଭରପୁର ଏକ ଇଣ୍ଟରଆକ୍ଟିଭ ସେ୍‌୍ପଶାଲ ଇଜ୍ କମିଂ ସୁନ୍ ।
ଏହାସହ ଭିଡିଓରେ ଅଭିନେତା କହିଛନ୍ତି , ବଟମ ଦବାନ୍ତୁ ଓ ମୋ ଜୀବନ ବଞ୍ଚାନ୍ତୁ । ଏହି ଭିଡିଓରେ ରଣୀବିର ସିଂ ବେୟର ଗ୍ରିଲ୍ସଙ୍କ ସହ ଆଡଭେଞ୍ଚର କରୁଥିବା ଦେଖାଯାଇଛି । ଏବେ ରଣବୀରଙ୍କ ଫ୍ୟାନ୍ସ ଟିଜରକୁ ଦେଖିବା ପରେ ଏପିସୋଡ ଦେଖିବାକୁ ଉତ୍ସାହିତ ହୋଇ ଗଲେଣି । କେତେଜଣ କହିଛନ୍ତି ଏବେ ଧମାକା ହେବ ତ ଆଉ କେହି କହୁଛନ୍ତି ଏବେ ଅସଲ ମଜା ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri