ଦେବସ୍ନାନ ପୂର୍ଣ୍ଣିମା: ବିଗ୍ରହଙ୍କ ଆଗରେ ଛିଡାହୋଇ ରହିବେ ନାହିଁ ସେବାୟତ

ପୁରୀ ଅଫିସ, ୧୦।୬: ଆଉ ଦିନ ୩ଟା ପରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ଚଳିତବର୍ଷ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ । ଏ ନେଇ ଜିଲା, ପୋଲିସ ସହ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୈଠକ ବସିଥିଲା। ବୈଠକରେ ଶୃଙ୍ଖଳିତ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଆଲୋଚନା ହୋଇଛି। ଜଳଲାଗି, ହାତୀବେଶ ସମୟରେ ଯେଭଳି ଶୃଙ୍ଖଳା ରକ୍ଷା ହେବ ସେ ନେଇ ଗୁରୁତ୍ୱ ଦିଆଯାଇଛି। ସ୍ନାନ ମଣ୍ଡପରେ ସିସିଟିଭି କ୍ୟାମେରା ସହ ଖୁବ କମ ସମୟରେ କିଭଳି ଅଧିକ ଭକ୍ତ ଦର୍ଶନ କରିପାରିବେ ସେ ନେଇ ନିଷ୍ପତ୍ତି ହୋଇଛି।
ବିଗ୍ରହଙ୍କ ସମ୍ମୁଖରେ ଯେଭଳି କୌଣସି ସେବାୟତ ଠିଆ ହୋଇ ଦର୍ଶନରେ ବାଧା ସୃଷ୍ଟି କରିବେ ନାହିଁ ସେ ନେଇ ସବୁ ସେବାୟତଙ୍କ ଭିତରେ ସମନୟ ରକ୍ଷା କରାଯିବ ବୋଲି ବୈଠକରେ ନିଷତ୍ତି ହୋଇଛି। ମାର୍କେଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ବ୍ୟାରିକେଟ ବ୍ୟବସ୍ଥା କରାଯିବ। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri