ସଞ୍ଜୟ ଦତ୍ତଙ୍କ ଯୋଗୁ ଅଡ଼ୁଆରେ ଫସିଥିଲେ ମାଧୁରୀ

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି ଚଳଚ୍ଚିତ୍ରରେ କାମ କରିବା ପରେ ଉଭୟ ଉଭୟଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। କେବଳ ଯେ ବଡ଼ ପରଦା ତାହା ନୁହେଁ ଅସଲ ଜୀବନରେ ମଧ୍ୟ ଉଭୟ ବେଶ ନିକଟତର ହୋଇଥିବା କୁହାଯାଉଥିଲା। ହେଲେ ଉଭୟଙ୍କୁ ପଚରାଯିବାରେ କେହି କିଛି ଉତ୍ତର ଦେଉ ନ ଥିଲେ। ଦୀର୍ଘ ଦିନ ଧରି ଏଭଳି ଚାଲିଥିଲା। ଏକ ସାକ୍ଷାତକାରରେ କିନ୍ତୁ ସଞ୍ଜୁ ବାବା ମନକଥା କହିଥିଲେ। ଉଭୟଙ୍କ ମଧ୍ୟରେ ସେଭଳି କିଛି ଚାଲିନାହିଁ, ଏହା କେବଳ ଏକ ଗୁଜବ ବୋଲି ସେ କହିଥିଲେ।

ଏକ ଘଟଣାକୁ ନେଇ ମାଧୁରୀ ଅଡ଼ୁଆରେ ପଡ଼ିଥିଲେ। ୧୯୯୩ରେ ମୁମ୍ବାଇ ବିସ୍ଫୋରଣ ମାମଲାରେ ସଞ୍ଜୁବାବାଙ୍କ ନାମ ଆସିବା ପରେ ମାଧୁରୀ ସନ୍ଦେହ ଘେରକୁ ଆସିଥିଲେ। ଘଟଣା ଯୋଗୁ ଉଭୟଙ୍କ ସମ୍ପର୍କରେ ଧିରେ ଧିରେ ଫାଟ ସୃଷ୍ଟି ହୋଇଥିଲା। କାରଣ ସାର୍ବଜନିକ ଯାଞ୍ଚରେ ମାଧୁରୀଙ୍କ ନାମ ରହିଥିଲା। ଏଣୁ ‘ସାଜନ’ ଫିଲ୍ମ ଶୁଟିଂ ବେଳେ ସଞ୍ଜୟ ମାଧୁରୀଙ୍କୁ କ୍ଷମା ମାଗିଥିଲେ। ଏହାକୁ ଗ୍ରହଣ କରିଥିଲେ ମାଧୁରୀ। ଏହାପରେ ଉଭୟ ଅଭିଷେକ ବର୍ମନଙ୍କ ମଲ୍ଟିଷ୍ଟାର ଫିଲ୍‌ ‘କଲଙ୍କ’ରେ ନଜର ଆସିଥିଲେ। ୨୦୧୯ରେ ଫିଲ୍ମ ରିଲିଜ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri