ବଜ୍ରପାତ ନେଲା ୭ ଜୀବନ

ନବରଙ୍ଗପୁର,୧୩।୬(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ମୁଣ୍ଡିବେଡା ପଞ୍ଚାୟତରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ପାତ୍ରୀମାଲ ଠାରେ ବଜ୍ରାଘାତ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଅପରାହ୍ନରେ ଜିଲାରେ ବର୍ଷା ହୋଇଥିଲା । ଏହି ସମୟରେ ବଜ୍ରପାତ ହୋଇ ଏଭଳି ଅଭାବନୀୟ ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri