ସଂଘର୍ଷ ପରେ ଶେଷରେ ଆଖି ବୁଜିଲା ଗୁଳିବିଦ୍ଧ ହାତୀ

ଆଠଗଡ, ୧୪।୬(ଡି.ଏନ୍‌.ଏ.): ୮ ଦିନର ସଂଘର୍ଷ ପରେ ଗୁଳିବିଦ୍ଧ ଦନ୍ତାର ମଙ୍ଗଳବାର ମୃତ୍ୟୁ ଘଟିଛି। ଏ ନେଇ ରେଞ୍ଜର ପ୍ରଫୁଲ୍ଲ କୁମାର ଦେହୁରୀ ସୂଚନା ଦେଇଛନ୍ତି । ଜୟପୁର ଜଙ୍ଗଲରେ ଅସୁସ୍ଥ ହୋଇ ଦନ୍ତା ହାତୀଟି ମୃତ୍ୟୁ ସହିତ ସଂଘର୍ଷ କରୁଥିଲା। ଶେଷରେ ଆଜି ମୃତ୍ୟୁ ହୋଇଛି। ଆଜି ସକାଳେ ଅସୁସ୍ଥ ଦନ୍ତାହାତୀକୁ ଜେସିପି ମାଧ୍ୟମରେ ବେଲ୍ଟ ଲଗାଇ ହାତୀକୁ କଡ଼ ଲେଉଟା ଯାଇ ସାଲାଇନ ସହିତ ଔଷଧ ଇଞ୍ଜେକ୍ସନ ଦିଆଯାଇଥିଲା। ଡାକ୍ତର ଟିମ୍‌ଙ୍କ ଅକ୍ଳାନ୍ତ ଚିକିିତ୍ସା ପରେ ମଧ୍ୟ ହାତୀକୁ ବଞ୍ଚାଯାଇ ପାରି ନଥିଲା।
ସୂଚନାଯୋଗ୍ୟ,ଗତ କିଛିଦିନ ତଳେ ଜଙ୍ଗଲରେ ହାତୀଟିକୁ ଗୁଳିବିଦ୍ଧ କରାଯାଇଥିଲା । ଦନ୍ତାକୁ ଶିକାରୀ ୬ ରାଉଣ୍ଡ ଗୁଳି କରିଥିଲେ । ଫଳରେ ହାତୀର ଅବସ୍ଥା ଶୋଚନୀୟ ହୋଇପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri