ରାହୁଲଙ୍କୁ ଉଦ୍ଧାର କରିଥିବା ଟିମ୍‌କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ୫ ଦିନର କଠିନ ପରିଶ୍ରମ ପରେ ବୋରୱେଲ ଭିତରୁ ୧୧ ବର୍ଷର ବାଳକ ରାହୁଲ ସାହୁଙ୍କୁ ଉଦ୍ଧାର କରାଯାଇଛି। ଏବେ ତାଙ୍କୁ ବିଳାଶପୁରର ଆପୋଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି।
୧୦୪ ଘଣ୍ଟାର ରେସ୍କ୍ୟୁ ଅପରେଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ ଏନଡିଆରଏଫ, ଏସଡିଆରଏଫ, ଭାରତୀୟ ସେନା ଓ ସ୍ଥାନୀୟ ପ୍ରଶାସନ। ଏହି ରେସ୍କ୍ୟୁ ଅପରେସନରେ ମୁଖ୍ୟ ଭୂମିକା ତୁଲାଇଥିବା ସମସ୍ତ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଟୁଇଟ୍‌ ଯୋଗେ ସମସ୍ତଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦୦ ଘଣ୍ଟାରୁ ଅଧିକ ସମୟର ଅପରେସନ ପରେ ଛତିଶଗଡ଼ର ଏକ ବୋରେଓୱଲରୁ ରାହୁଲ ସାହୁଙ୍କୁ ସଫଳ ଉଦ୍ଧାର ପାଇଁ ଭାରତୀୟ ସେନା, ଏନଡିଆରଏଫ, ଏସଡିଆରଏଫ ଓ ଅନ୍ୟାନ୍ୟ ସବୁ ବିଭାଗକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାହୁଲଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri