‘ବିଦ୍ୟୁତ୍‌ ସଂଯୋଗ ନ ଦେଲେ ରାସ୍ତାରୁ ଉଠିବୁ ନାହିଁ’

ଉଦଳା,୧୭ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ସାଗର ସାହି ଗ୍ରାମର ୨୫ରୁ ଉର୍ଦ୍ଧ୍ୱ ପରିବାର ଶୁକ୍ରବାର ସକାଳୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ କପ୍ତିପଦା ଗୋଲେଇ ଛକ ନିକଟରେ ଥିବା ଉଦଳା ବାଲେଶ୍ୱର ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଦୀର୍ଘ ୩ ବର୍ଷ ହେବ ଘର କାନ୍ଥରେ ବିଦ୍ୟୁତ୍‌ ସାମଗ୍ରୀ ଲଗାଇ ଦେଇ ବିଭାଗର କର୍ମଚାରୀମାନେ ପଳାଇଛନ୍ତି। ତୁରନ୍ତ ଆମକୁ ବିଦ୍ୟୁତ୍‌ ସଂଯୋଗ ନ ଦେଲେ ଆମେ ରାସ୍ତାରୁ ହଟିବୁ ନାହିଁ ବୋଲି ଏମିତି ଚେତାବନୀ ଦେଇଛନ୍ତି ସାଗର ସାହିର ବାସିନ୍ଦା।
ଏହି ସାହିରେ ୨୫ରୁ ଉର୍ଦ୍ଧ୍ୱ ପରିବାର ରହୁଥିବାବେଳେ ଦୀର୍ଘ ଦିନ ହେବ ଗାଁକୁ ବିଜୁଳି ସଂଯୋଗ ହୋଇ ନାହିଁ । ଗାଁରେ ବିଦ୍ୟୁତ୍‌ ସଂଯୋଗ ହେବ ବୋଲି ବିଭାଗୀୟ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ପୂରଣ ହୋଇନାହିଁ। ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ବାସିନ୍ଦା। ଫଳରେ ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଛି। ଖବର ପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ ତାହା ଫଳପ୍ରଦ ହୋଇନାହିଁ। ଗ୍ରାମବାସୀ ତାଙ୍କ ଜିଦ୍‌ରେ ଅଟଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri