୭ ବର୍ଷ ପରେ ଖୁସିକୁ ମିଳିବ ସାଥୀ

ବାରଙ୍ଗ,୧୯।୬(ଡି.ଏନ୍‌.ଏ.): ନନ୍ଦନକାନନରେ ରହୁଥିବା ଜିରାଫ ‘ଖୁସି’ପାଇଁ ଏକ ସାଥୀ ଆସିବ। ୭ ବର୍ଷ ଧରି ଖୁସି ନିଃସଙ୍ଗ ଜୀବନ ବିତାଉଥିଲା। ଅଲିପୁର ଚଡ଼ିଆଖାନାରୁ ଖୁସି ପାଇଁ ସାଥୀ ଆଣିବା ନେଇ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏବେ ଖୁସି ଓ ତାର ସାଥୀ ମିଶି କରି ରହିବେ। ପୂର୍ବରୁ ନନ୍ଦନକାନନକୁ ଦୁଇ ଦୁଇ ଥର ଅଣ୍ଡିରା ଜିରାଫ ଅଣା ଯାଇଥିଲେ ମଧ୍ୟ ସେମାନେ ମରିଯିବାରୁ ଖୁସି ଏକୁଟିଆ ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

ଧାନ କୁଇଣ୍ଟାଲ ୩୫୦୦, କୃଷକଙ୍କୁ ୫୦୦୦ ଟଙ୍କା ଭତ୍ତା ଦିଅ, ନବ ନିର୍ମାଣ କୃଷକ ସଙ୍ଗଠନର ଦାବି

ତିର୍ତ୍ତୋଲ, ୬।୫ (ଗୌରାଙ୍ଗ ଚରଣ ସ୍ବାଇଁ): ତିର୍ତ୍ତୋଲ ସରଣୀ ଛକ ନିକଟ ଆନନ୍ଦ ମଣ୍ଡପ ପରିସରରେ ରବିବାର ନବ ନିର୍ମାଣ କୃଷକ ସଙ୍ଗଠନର ଏକ ବୈଠକ...

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ...

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri