ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍‌ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍‌ଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ସୋମବାର ସକାଳୁ ଚଢ଼ାଉ କରିଛି। ବ୍ରହ୍ମପୁର ଖାରବେଳ ନଗରସ୍ଥିତ ଦୁଇ ମହଲା କୋଠା ସମେତ, ଛତ୍ରପୁର ରାମନଗରସ୍ଥିତ ଦୁଇ ମହଲା କୋଠା , ରାମନଗରରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସ , ଅନାଦିଙ୍କ ପୁଅଙ୍କ ନାମରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ଥିବା ମା’ରେସିଡେନ୍ସି ନାମକ ଏକ ଓୟା ହୋଟେଲ ଓ ତାଙ୍କ ଝିଅ ରହୁଥିବା ବାଲେଶ୍ୱରସ୍ଥିତ ବାସଭବନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍‌ପି , ୪ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ବୋଲି ଭିଜିଲାନ୍ସ ଏସପି ତ୍ରିଲୋଚନ ସ୍ବାଇଁ ପ୍ରାଥମିକ ସୂଚନା ଦେଇଛନ୍ତି। ଚଢ଼ାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ଜଣାପଡ଼ି ନ ଥିବା ଏସ୍‌ପି ସ୍ବାଇଁ କହିଛନ୍ତି। ଯୋଗାଣ ଅଧିକାରୀ ଅନାଦି ସେଠି ପୂର୍ବରୁ ଗଜପତି ଜିଲାରେ ଯୋଗାଣ ଅଧିକାରୀ ଭାବେ ଥିଲେ। ତାଙ୍କ ନାମରେ ଅଭିଯୋଗ ଆସିବା ପରେ ଏହି ଚଢ଼ାଉ କରାଯାଇଛି ବୋଲି ବିଭାଗୀୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri