‘ଶମଶେରା’ର ପୋଷ୍ଟର ଦେଖି ଆଲିଆ କହିଲେ ହଟ୍‌

ମୁମ୍ବାଇ: ବଲଉଡ ନାୟିକା ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରଥମ ହଲିଉଡ ମୁଭିର ଶୁଟିଂରେ ବିଜି ଅଛନ୍ତି । ଏହି ସମୟରେ ସେ ତାଙ୍କ ପରିବାରକୁ ଖୁବ୍ ମିସ୍ କରୁଛନ୍ତି । ହେଲେ ବିଦେଶରେ ଥାଇ ବି ସୋମବାର ସକାଳ ତାଙ୍କ ପାଇଁ ଅଲଗା ଖୁସି ଆଣିଦେଇଥିବା ଦେଖାଯାଇଛି । ଆଲିଆ ସୋମବାର ସକାଳେ ତାଙ୍କ ଅଫିସିୟାଲ ଇନଷ୍ଟାଗ୍ରାମରେ ପତି ରଣବୀର କପୁରଙ୍କ ଅପକମିଂ ଫିଲ୍ମ ‘ଶମଶେରା’ର ପୋଷ୍ଟର ଶେୟାର କରିଛନ୍ତି, ଯେଉଁଥିରେ ରଣବୀରଙ୍କ ଲୁକ୍ସ ଜବରଦସ୍ତ ଲାଗୁଛି ।
ଫିଲ୍ମର ପୋଷ୍ଟର ଶେୟାର କରି ଆଲିଆ ଲେଖିଛନ୍ତି, ଅବ ୟେ ହୈ ହଟ ମର୍ଣ୍ଣିଂ ଅର୍ଥାତ୍ ଗୁଡ ମର୍ଣ୍ଣିଂ.. । ଫିଲ୍ମର ପୋଷ୍ଟର ସହ ଏହାର ରିଲିଜ ଡେଟ ସମ୍ପର୍କରେ ବି ସୂଚନା ଦିଆଯାଇଛି । ପୋଷ୍ଟରରେ ରଣବୀର ଲମ୍ବା ଲମ୍ବା କେଶ ରଖି ହାତରେ ଓଜାରା ଧରିଥିବା ଦେଖାଯାଇଛି । ରଣବୀରଙ୍କ ଜବରଦସ୍ତ ଲୁକ୍ ପ୍ରଶଂସକଙ୍କୁ ଦିୱାନା କରିଛି । ଆସନ୍ତା ଜୁଲାଇ ୨୨ରେ ଏହା ରିଲଜ୍ ହେବ ବୋଲି ଜଣାପଡିଛି । ହିନ୍ଦୀ ବ୍ୟତୀତ ଫିଲ୍ମ ‘ଶମଶେରା’ ତାମିଲ ଓ ତେଲଗୁ ଭାଷାରେ ବି ରିଲିଜ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭ା୧୨ (ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri