ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ବର,୨୦।୫(ବ୍ୟୁରୋ): ଆସନ୍ତା ଜୁନ୍‌ ୨୭ତାରିଖରୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୨ ତାରିଖ ଆବେଦନର ଶେଷ ତାରିଖ ରହିଛି । ଛାତ୍ରୀଛାତ୍ର ସାମ୍‌ସ ମାଧ୍ୟମରେ ଆବେଦନ କରିପାରିବେ। ସେହିପରି ଅଗଷ୍ଟ ୧ ତାରିଖରୁ ୧୩ ତାରିଖ ମଧ୍ୟରେ ସବୁ ବିଷୟର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସପ୍ଟେମ୍ବର୨୩ରେ ସ୍ପଟ ମେରିଟ ଲିଷ୍ଟ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri