Posted inଜାତୀୟ

ମୋଦିଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୦ ।୬: କଂଗ୍ରେସ ନେତା ସୁବୋଧ କାନ୍ତ ସହାୟ ଜର୍ମାନୀର ଏକଛତ୍ରବାଦୀ ଶାସକ ହିଟଲରଙ୍କ ନାମନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ଟିପ୍ପଣୀ ଦେଇଛନ୍ତି । ସୁବୋଧ କାନ୍ତ ସହାୟ ଅଗ୍ନିପଥ ସ୍କିମକୁ ବିରୋଧ କରାଯାଉଥିବା ଘଟଣାକୁ ନେଇ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ହିଟଲରଙ୍କ ଭଳି ଶାସନ କରୁଛନ୍ତି, ହିଟଲରଙ୍କ ଭଳି ତାଙ୍କର ମୃତ୍ୟୁ ହେବ । ହିଟଲର ବି ଏମିତି ଏକ ସଂସ୍ଥା କରିଥିଲେ ଯାହାର ନାମ ଥିଲା ଖାକି, ସେନାଙ୍କ ମଧ୍ୟରେ ସେ ଏହି ସଂସ୍ଥା କରିଥିଲେ । ମୋଦି ହିଟଲରଙ୍କ ରାସ୍ତାରେ ଚାଲୁଛନ୍ତି, ହିଟଲରଙ୍କ ଭଳି ମରିବେ, ଏହା ମନେରଖନ୍ତୁ ମୋଦି ।

କଂଗ୍ରେସ ନେତା ଆହୁର ମଧ୍ୟ କହିଛନ୍ତି ମୋଦି ଆମର ୨-୨, ୩-୩ଟି ନିର୍ବାଚିତ ସରକାରକୁ ଭାଙ୍ଗି ଦେଇଛନ୍ତି । ମୋଦି ମଦାରି ଭାବେ ଆସି ଆଜି ଏକଛତ୍ରବାଦୀ ଶାସକ ହୋଇଯାଇଛନ୍ତି । ସେ ହିଟଲରଙ୍କ ସବୁ ଇତିହାସକୁ ପାର କରି ସାରିଲେଣି । ସୁବୋଧ କାନ୍ତ ସହାୟଙ୍କ ଟିପ୍ପଣିକୁ ନେଇ ବିବାଦ ଉଠିବା ପରେ ସେ ତୁରନ୍ତ ଏହାକୁ ନେଇ ସଫେଇ ବି ଦେଇ ସାରିଲେଣି । ଅନ୍ୟପଟେ କଂଗ୍ରେସ ଏହାକୁ ଦଳଠାରୁ ଅଲଗା କରିଦେଇଥିବା କହିଛି । କିନ୍ତୁ କଂଗ୍ରେସ ପାର୍ଟି ମୋଦି ସରକାରଙ୍କ ଏକଛତ୍ରବାଦୀ ବିଚାରଧାରା ଓ ଜନବିରୋଧି ନୀତି ବିରୋଧରେ ସ୍ୱର ଉଠାଇବ । ହେଲେ ପ୍ରଧାନମନ୍ତ୍ରୀଙ୍କୁ ନେଇ ଅପମର୍ଯ୍ୟାଦାଜନକ ଟିପ୍ପଣି ସହ ସହମତି ପ୍ରକାଶ କରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri