ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ ହେବ । ବିଶସ୍ତରୀୟ ଷ୍ଟେଶନ ବିଲ୍‌ଡିଂ ସହ ବଡ ଯାତ୍ରୀ ନିବାସ ନିର୍ମାଣ ସ୍ଥାପତ୍ୟ କଳା ଅନୁଯାୟୀ ଡିଜାଇନ୍‌ ଯୋଜନା ପ୍ରସ୍ତୁତ ହୋଇଛି। ୨୦୦ରୁ ୩୦୦ କିଲୋମିଟର ବାତ୍ୟା ସହନଶୀଳ ବିଲ୍‌ଡିଂ ନିର୍ମାଣ ହେବ।
ପୁରୀରେ ଏୟାରପୋର୍ଟ ହେଉଥିବାରୁ ପୁରୀ-ଭୁବନେଶ୍ବର ପାଇଁ ଟ୍ରେନ୍‌ ଚଳାଚଳ କରାଯିବ। ରଥଯାତ୍ରା ପାଇଁ ୨୦୫ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ ସହ ମୋବାଇଲ ଟିକେଟ୍‌ ବ୍ୟବସ୍ଥା କରାଯିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri