ରାଜନୀତିରେ ଯୁବ ଚେହେରା ନୀତିକୁ ବଦ୍ରିଙ୍କ ସମର୍ଥନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜନୀତିରେ ଯୁବବର୍ଗଙ୍କୁ ସାମିଲ କରିବା ନୀତିକୁ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି। ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ। ଆସନ୍ତା ନିର୍ବାଚନରେ ଲଢ଼ିବେ କି ନାହିଁ ଏକ ପ୍ରଶ୍ନରେ ବଦ୍ରି କହିଛନ୍ତି ଯେ ସେହି ସମୟ ଆସିଲେ ଲଢ଼ିବେ କି ନ ଲଢ଼ିବେ ସେ ନେଇ ନିଷ୍ପତ୍ତି ନେବେ।
ନିକଟରେ ଶେଷ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ୪ ଜଣ ଯୁବ ଚେହେରାଙ୍କୁ ସାମିଲ କରିଛନ୍ତି। ପୂର୍ବତନ ଏମ୍‌ପି ତଥା ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟଶାଣୀ, ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହେବାକୁ ଇଚ୍ଛା କରୁଥିବା ନେଇ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ତେବେ ନବୀନ ଚଳିତ ଥର କେବଳ ଯୁବ ଚେହେରାକୁ ରାଜ୍ୟସଭା ପଠାଇଛନ୍ତି। ଆସନ୍ତା ନିର୍ବାଚନରେ ନବୀନ ପୁରୁଣା ଚେହେରା ବଦଳରେ ବହୁ ଯୁବ ଚେହେରାଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri