ଆଫଗାନିସ୍ତାନରେ ଭୂକମ୍ପ, ୨୫୫ରୁ ଊର୍ଦ୍ଧ୍ୱ ମୃତ

କାବୁଲ,୨୨।୬: ଆଫଗାନିସ୍ତାନରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୬.୧ ଥିବା ସୂଚନା ମିଳିଛି। ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ଫଳରେ ୨୫୫ରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା ମିଳିଛି। ତେବେ ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ଦକ୍ଷିଣପୂର୍ବ ଆଫଗାନିସ୍ତାନର ଖୋଷ୍ଟ ସହରରୁ ୪୪ କିମି ଦୂରରେ ଏହି ଭୂକମ୍ପ ହୋଇଛି। ଏହାର ଗଭୀରତା ୫୧କିମି ଏବଂ ଅକ୍ଷାଂଶ ୩୨.୯୪ ରହିଥିବାବେଳେ ଦ୍ରାଘିମା ୬୯.୫୬ ରହିଥିଲା । ରିପୋର୍ଟ ଅନୁଯାୟୀ, ଲାହୋର, ମୁଲତାନ, କ୍ୱେଟା ଏବଂ ପାକିସ୍ତାନର ଅନ୍ୟାନ୍ୟ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri