କନ୍ଧମାଳର ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ଫୁଲବାଣୀ ଅଫିସ,୨୩ା୬: କନ୍ଧମାଳ ଜିଲାର ନୂତନ ଜିଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବିଦାୟୀ ଜିଲାପାଳ ଡା.ବୃନ୍ଦା ଡିଙ୍କଠାରୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପୂର୍ବରୁ ପାଟିଲ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସୌଜନ୍ୟମୂଳକ ପରିଦର୍ଶନରେ ଯାଇଥିଲେ ା ସେଠାରୁ ଆସି ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ପାଟିଲଙ୍କ ଜନ୍ମସ୍ଥାନ ମହାରାଷ୍ଟ୍ରରେ ା ନିଜର କର୍ମସ୍ଥଳୀ ଓଡିଶାକୁ ଦ୍ୱିତୀୟ ଘର ବୋଲି ସେ କହିଛନ୍ତି। ଓଡିଶାର ସଂସ୍କୃତି ପରମ୍ପରା ତାଙ୍କୁ ବେଶ ଆକୃଷ୍ଟ କରିଛି ା ଜିଲାବାସୀଙ୍କ ସମସ୍ୟା ପ୍ରତି ଅଗ୍ରାଧିକାର, ଜିଲାର ସର୍ବାଙ୍ଗୀନ ଉନ୍ନତି ଏବଂ ଆଦିବାସୀଙ୍କ ଜୀବନ ଜୀବିକା ଉପରେ ଗୁରୁତ୍ୱ ଦେବେ ବୋଲି ପାଟିଲ ଏହି ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri